ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କୋର୍ଟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଥମେ ୮ ତାରିଖରୁ ୧୦ ତାରିଖ ସକାଳ ୯ ଘଟିକା ପର୍ଯ୍ୟନ୍ତ ସଟ୍ଡାଉନ୍ କରାଯାଇଥିବା ବେଳେ ଏହି ଅବଧିକୁ ଆଜି ବୃଦ୍ଧି କରାଯାଇଛି । କୋର୍ଟକୁ ଆଜି ଅର୍ଥାତ ୧୦ ତାରିଖ ମଧ୍ୟାହ୍ନ ୧୨ ଘଟିକାଠାରୁ ୧୭ ତାରିଖ ସକାଳ ୯ ଘଟିକା ପର୍ଯ୍ୟନ୍ତ ସଟ୍ଡାଉନ୍ ଘୋଷଣା କରାଯାଇଥିବା ସୂଚନା ମିଳିଛି ।






