Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାନବାଧିକାର ସୁରକ୍ଷା ସଂଗଠନର ବିକ୍ଷୋଭ

by Anil Panda
August 11, 2020
in Feature News, Nayagarh
ମାନବାଧିକାର ସୁରକ୍ଷା ସଂଗଠନର ବିକ୍ଷୋଭ
296
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କେନ୍ଦ୍ର ସରକାର ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ପାଇଁ ଅନୁମତି ଦେଇଥିବା ବେଳେ ରାଜ୍ୟ ସରକାର ରାଜ୍ୟରେ ମନ୍ଦିରରେ ଠାକୁର ଦର୍ଶନକୁ କରୋନା ପାଇଁ ମନା କରିଛନ୍ତି । ଫଳରେ ମନ୍ଦିର ପୂଜକ ଏବଂ ନିକଟରେ ବେପାର କରି ପେଟ ପୋଷୁଥିବା ଦୀପ ଓ ଫୁଲ ଦୋକାନୀ ବହୁ କ୍ଷତିଗ୍ରସ୍ତ ହେଉଛନ୍ତି । ଯାହାକୁ ନେଇ ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନର ସଭାପତି ଜ୍ୟୋତ୍ସାମୟୀ ପଟ୍ଟନାୟକ, ସାରଳା ପଟ୍ଟନାୟକ, ହରେକୃଷ୍ଣ ସାହୁ, ଯୁଗଳ ଚରଣ ପଟ୍ଟନାୟକ, ବଜେନ୍ଦ୍ର ଚନ୍ଦ୍ର ପଟ୍ଟନାୟକ ପ୍ରମୂଖ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପଦର୍ଶନ କରିଛନ୍ତି । ମନ୍ଦିର ଖୋଲିବା ପାଇଁ ସେମାନେ ଦାବି କରିବା ସହ ଗୀର୍ଜ୍ଜା, ମସଜିଦ୍ ମଧ୍ୟ ଖୋଲିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାର ବ୍ୟବସ୍ଥା କରିବା ପାଇଁ ଦାବି କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!