ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟରେ +୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ରାଜ୍ୟରେ ୭୦.୭୧ ପ୍ରତିଶତ ରେଜଲ୍ଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲା ରାଜ୍ୟରେ ପ୍ରଥମ ହୋଇଛି । ନୟାଗଡ଼ ଜିଲ୍ଲାରେ ପାସ୍ ହାର ୮୬.୫୧ ପ୍ରତିଶତ ରହିଛି ।