Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଙ୍କାପୋଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଓ ଶୁଭ ଖୁଣ୍ଟି ସ୍ଥାପନ

by ସଞ୍ଜୟ ସ୍ୱାଇଁ
March 19, 2024
in Feature News
ଲଙ୍କାପୋଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଓ ଶୁଭ ଖୁଣ୍ଟି ସ୍ଥାପନ
162
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରା- ୨୦୨୪ର ସୁପରିଚାଳନା ପାଇଁ ମଙ୍ଗଳବାର ରାତି ୮ ଟା ସମୟରେ ମହାବୀର ମନ୍ଦିର ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ରେ ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସମେତ ଯାତ୍ରା କମିଟି କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟ ରଖାଯାଇ ସମସ୍ତ କାର‌୍ୟ୍ୟ ତ୍ୱରାନ୍ୱିତ କରାଯିବା ନିମନ୍ତେ ବୈଠକରେ ସର୍ବସମ୍ମତ ନିଷ୍ପତ୍ତି ଗ୍ରହଣ କରାଯିବା ସହିତ ଏଥିନେଇ ଉଦିଷ୍ଟ ପୋଷ୍ଟର, ନିମନ୍ତ୍ରଣ ପତ୍ର ଓ ଟିକେଟ୍ ଉନ୍ମୋଚିତ ହୋଇଛି । ସୁଚନା ଯୋଗ୍ୟ ଯେ ମଙ୍ଗଳବାର ସକାଳ ସମୟରେ ଯାତ୍ରାର ଆଦ୍ୟପର୍ବ ଶୁଭଖୁଣ୍ଟି ସ୍ଥାପନ ପାରମ୍ପରିକ ରୀତି, ନୀତି ଓ ପରମ୍ପରା ଅନୁଯାୟୀ ମଧ୍ୟ ସ୍ଥାପନା କରାଯାଇଛି। ପ୍ରକାଶ ଥାଉକି ୨୦୨୪ର ପ୍ରସିଦ୍ଧ ଦଶପଲ୍ଲା ଲଙ୍କାପୋଡି ଯାତ୍ରା ଅପ୍ରେଲ ୧୭ ତାରିଖରୁ ଆରମ୍ଭ ହୋଇ ମଇ ପହିଲା ପର‌୍ୟ୍ୟନ୍ତ ଚାଲିବ । ମୁଖ୍ୟ ଉତ୍ସବ ଲଙ୍କାପୋଡି ଯାତ୍ରା (ରାବଣ ବଧ) ଅପ୍ରେଲ ୩୦ ତାରିଖ (ମଙ୍ଗଳବାର) ଦିନ ଅନୁଷ୍ଠିତ ହେବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!