Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଶୁଘରୁ ଉଦ୍ଧାର ହେଲା ବୋହୂର ମୃତଦେହ, ଝିଅକୁ ମାରିଦେଇଥିବା କଲେ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
March 21, 2024
in Crime, Nayagarh, State
ଶାଶୁଘରୁ ଉଦ୍ଧାର ହେଲା ବୋହୂର ମୃତଦେହ, ଝିଅକୁ ମାରିଦେଇଥିବା  କଲେ  ଅଭିଯୋଗ
300
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶାଶୁଘରୁ ଉଦ୍ଧାର ହେଲା ବୋହୂର ମୃତଦେହ। ଶାଶୁଘର ଲୋକେ ଝିଅକୁ ମାରିଦେଇଥିବା ନେଇ ରଣପୁର ଥାନାରେ ଅଭିଯୋଗ କଲେ ପରିବାର ଲୋକେ l ୭ବର୍ଷ ତଳେ ଖୋର୍ଦ୍ଧା ଜିଲ୍ଲା ପଣସପୁର ଗ୍ରାମର ବସନ୍ତ ମହାରଣାଙ୍କ ବଡ଼ ଝିଅ ସନ୍ଧ୍ୟାରାଣୀ ନୟାଗଡ ଜିଲ୍ଲା ରଣପୁର ମାନିନାଗ ସାହିର ବିଷ୍ଣୁ ପ୍ରସାଦ ମହାରଣାଙ୍କୁ ବିବାହ କରିଥିଲେ l ଉଭୟଙ୍କର ଗୋଟିଏ ଝିଅ ଓ ପୁଅ ଅଛନ୍ତି । କିଛି ଦିନହେବ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା l ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଶାଶୁଘର ଲୋକଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଝିଅର ପରିବାର l ଅଭିଯୋଗକୁ ଆଧାର କରି ପୋଲିସ ତଦନ୍ତ କରୁଥିବା ବେଳେ ଘଟଣାସ୍ଥଳରୁ ଶାଶୁଘର ଲୋକେ ଫେରାର ହୋଇଯାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!