Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ଯୁକ୍ତ ଦୁଇ ଖାତାଦେଖା

by ସଞ୍ଜୟ ସ୍ୱାଇଁ
March 22, 2024
in Education, State
ଆଜିଠୁ ଯୁକ୍ତ ଦୁଇ ଖାତାଦେଖା
68
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଖାତା ମୂଲ୍ୟାୟନ। ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ। ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ଯାଏଁ ଚାଲିବ। ଖାତା ମୂଲ୍ୟାୟନ ପାଇଁ ୬୯ଟି ଅଫ୍ ଲାଇନ୍ ଓ ୪୧ ଅନଲାଇନ୍ ସେଣ୍ଟର କରାଯାଇଛି। ମୋଟ ୨୮ ଶହ ଅଧ୍ୟାପକ ଓ ଅଧ୍ୟାପିକା ଏଥିପାଇଁ ନିଯୁକ୍ତ ହୋଇଛନ୍ତି। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଏପ୍ରିଲ ୪ରୁ ୧୫ ତାରିଖ ଯାଏ କରାଯିବ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଚଳିତ ବର୍ଷ ପ୍ରାୟ ସାଢେ ୩ ଲକ୍ଷ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। ସୂଚନାଯୋଗ୍ୟ, ଫେବ୍ରୁଆରୀ୧୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!