Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅ ସ୍ମୃତିରେ ଶରୀର ଦାନ, ୮ ବର୍ଷ ହେଲା ରକ୍ତଦାନ

by Anil Panda
August 12, 2020
in Feature News, Nayagarh
ପୁଅ ସ୍ମୃତିରେ ଶରୀର ଦାନ, ୮ ବର୍ଷ ହେଲା ରକ୍ତଦାନ
607
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଏମିତି ବାପା ମାଆ ଦେଖିବାକୁ ବିରଳ । ଯିଏ କି, ପୁଅ ସ୍ମୃତିରେ ନିଜର ଶରୀର ଦାନ କରି ସାରିଥିବା ବେଳେ ପ୍ରତ୍ୟେକ ବର୍ଷ ଶ୍ରାଦ୍ଧ ବାର୍ଷିକ ଅବସରରେ ରକ୍ତଦାନ ଶିବିର ଆୟୋଜନ କରିବା ସହ ନିଜେ ରକ୍ତଦାନ କରନ୍ତି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲାର ଆଗ ଧାଡ଼ିର ଶ୍ରମିକ ନେତା ତଥା ରାଜ୍ୟ ବିଜୁ ଶ୍ରମିକ ସାମ୍ମୁଖ୍ୟ ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ ଏବଂ ଶିକ୍ଷୟତ୍ରୀ ଗୀତାରାଣୀ ପଟ୍ଟନାୟକଙ୍କ ପୁଅ ସୁରଜିତ୍ ପଟ୍ଟନାୟକ ୨୦୧୨ ମସିହାରେ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିଲେ । ସେ ସିପେଡ୍ ଶେଷ ବର୍ଷର ଛାତ୍ର ଭାବେ ପାଠ ପଢ଼ୁଥିବା ବେଳେ ୨୦୧୨ ମସିହା ଅଗଷ୍ଟ ୧୨ ତାରିଖରେ ଟ୍ରେନ ଦୁର୍ଘଟଣା କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା । ଯାହାକୁ ନେଇ ତାଙ୍କ ମନେ ରଖିବା ଉଦ୍ଦେଶ୍ୟରେ ଶ୍ରୀଯୁକ୍ତ ପଟ୍ଟନାୟକ ଏବଂ ଶ୍ରୀମତି ପଟ୍ଟନାୟକ ପ୍ରତ୍ୟେକ ବର୍ଷ ଶ୍ରାଦ୍ଧ ବାର୍ଷିକ ଅବସରରେ ରକ୍ତଦାନ ଶିବିର ଆୟୋଜନ କରିଥାନ୍ତି । ଆଜି ସୁରଜିତ୍‌ଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ନୟାଗଡ଼ ରକ୍ତଭଣ୍ଡାରରେ ଆୟୋଜିତ ରକ୍ତଦାନ ଶିବିରରେ ୧୦ ୟୁନିଟ୍ ରକ୍ତ ସଂଗୃହିତ ହୋଇଯାଇଛି । ଅନ୍ୟପକ୍ଷେ, ପୁଅ ମୃତ୍ୟୁ ପରବର୍ଷ ଉଭୟ ଦମ୍ପତ୍ତି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ୍‌ରେ ଶରୀର ଦାନ କରିଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!