Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସବୁ ଆସନରେ ଲଢିବ ବିଜେଡି

by ସଞ୍ଜୟ ସ୍ୱାଇଁ
March 22, 2024
in Politics, State
ସବୁ ଆସନରେ ଲଢିବ ବିଜେଡି
197
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ସବୁ ଆସନରେ ଲଢିବ ବିଜେଡି । ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଲଢିବ ବିଜେଡି । ସୋସିଆଲ ମିଡିଆରେ ପୋଷ୍ଟ କଲେ ପ୍ରଣବ ପ୍ରକାଶ ଦାସ । ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ନବୀନଙ୍କ ନେତୃତ୍ୱରେ ୩ ଚତୁର୍ଥାଂଶ ଆସନରେ ଜିତିବୁ । ନୂଆ ଓଡିଶା ଓ ସଶକ୍ତ ଓଡିଶାର ଲକ୍ଷ୍ୟ ରଖିଛୁ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଏହି ଲକ୍ଷ୍ୟ ହାସଲ ହେବ । ସେହିପରି ଆଜି ବିଜେପି ବି ରାଜ୍ୟରେ ଏକାକୀ ଲଢିବା ନେଇ ସ୍ପଷ୍ଟ କରିଥିଲା । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନିଜ ସୋସିଆଲ ମିଡିଆ ପୋଷ୍ଟରେ ଏନେଇ ସ୍ପଷ୍ଟ କରିଥିଲେ । ବିଜେପି ରାଜ୍ୟର ସମସ୍ତ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଲଢିବ ବୋଲି ସୂଚନା ଦେଇ ସାରିଛି । ତେବେ ଏହି ଦୁଇ ପୋଷ୍ଟ ପରେ ରାଜ୍ୟରେ ବିଜେଡି ବିଜେପି ମେଣ୍ଟ ଦୂର ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!