Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏଲ ଉଦଘାଟନୀ ମ୍ୟାଚ, ଟସ୍ ଜିତି ବେଙ୍ଗାଳୁରୁର ବ୍ୟାଟିଂ ନିଷ୍ପତ୍ତି

by ସଞ୍ଜୟ ସ୍ୱାଇଁ
March 22, 2024
in NATIONAL NEWS, Sports
ଆଇପିଏଲ ଉଦଘାଟନୀ ମ୍ୟାଚ, ଟସ୍ ଜିତି ବେଙ୍ଗାଳୁରୁର ବ୍ୟାଟିଂ ନିଷ୍ପତ୍ତି
91
VIEWS
Share on FacebookShare on Twitter

ବେଙ୍ଗାଳୁରୁ, (ବାଘୁଆବାର୍ତ୍ତା): ଆଜି ଆଇପିଏଲର ଉଦଘାଟନୀ ମ୍ୟାଚ । ଆଜିର ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ । ଏହି ମ୍ୟାଚରେ ଟସ ଜିତି ବ୍ୟାଟିଂ ନେଇଛି ବେଙ୍ଗାଳୁରୁ ଦଳ । ତେଣୁ ବୋଲିଂ ପାଇଁ ମୈଦାନକୁ ଓହ୍ଲାଇବ ଚେନ୍ନାଇ ଟିମ । ତେବେ ଆଜି ଆଇପିଏଲର ପ୍ରଥମ ମ୍ୟାଚରେ ବିଜୟୀ ହୋଇ ନିଜ ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟରେ ରହିଛନ୍ତି ଦୁଇ ଦଳ । ସେପଟେ ଚେନ୍ନାଇ ଆଜି ନୂଆ ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କ ନେତୃତ୍ୱରେ ମୈଦାନକୁ ଓହ୍ଲାଇବ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!