Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ସାମିଲ ହେଲେ ହଜାର ହଜାର ବିଜେପି କର୍ମୀ

by ସଞ୍ଜୟ ସ୍ୱାଇଁ
March 23, 2024
in Politics, State
ବିଜେଡିରେ ସାମିଲ ହେଲେ ହଜାର ହଜାର ବିଜେପି କର୍ମୀ
131
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ କରୁଛି ଅନୁପ୍ରାଣିତ । ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସୁଶିଲ କୁମାର ରାଉତ । ସୁଶିଲଙ୍କ ସହ ହଜାର ହଜାର ବିଜେପି କର୍ମୀ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ସାମିଲ ଥିଲେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସେ ସମସ୍ତ କର୍ମୀଙ୍କୁ ସ୍ବାଗତ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!