Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଘୁନାଥ ସମବାୟ ମହାବିଦ୍ୟାଲୟ ପାସ୍‌ହାର ୯୬ ପ୍ରତିଶତ

by Anil Panda
August 13, 2020
in Breaking, Feature News, Nayagarh
ରଘୁନାଥ ସମବାୟ ମହାବିଦ୍ୟାଲୟ ପାସ୍‌ହାର ୯୬ ପ୍ରତିଶତ
765
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ରାଜ୍ୟରେ +୨ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସାରା ରାଜ୍ୟରେ ନୟାଗଡ଼ ଜିଲ୍ଲା ୮୬.୫୧ ପ୍ରତିଶତ ଫଳାଫଳ ରଖି ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଓଡ଼ଗାଁ ଘୁନାଥ ସମବାୟ ମହାବିଦ୍ୟାଳୟ ପାସହାର ୯୬ ପ୍ରତିଶତ ରହିଛି । ଓଡ଼ଗାଁ କଲେଜରେ ସର୍ବମୋଟ ୧୨୭ଜଣ ପରୀକ୍ଷା ଦେଇଥିବା ବେଳେ ୧୨୨ଜଣ କୃତକାର୍ଯ୍ୟ ହୋଇଛନ୍ତି । ୫୦୧ ନମ୍ବର ରଖି ମନିଦୀପା ଦାସ ଓ ଦିବ୍ୟପ୍ରଭାବ ମହାପାତ୍ର କଲେଜରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ୪୮୮ନମ୍ବର ରଖି ରୋଜାଲୀନ ଦାସ ୨ୟ ଏବଂ କାହ୍ନୁଚରନ ନାୟକ ୩ୟ ସ୍ଥାନ ଅଧିକାର କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ୫୭ ଜଣ ପ୍ରଥମ ଶ୍ରେଣୀରେ, ୫୧ଜଣ ଦିତୀୟ ଶ୍ରେଣୀରେ, ୧୪ ଜଣ ତୃତୀୟ ଶ୍ରେଣୀରେ ଉତିର୍ଣ୍ଣ ହୋଇ ଥିବା ଜଣାପଡିଛି । ଛାତ୍ର/ଛାତ୍ରୀଙ୍କର ସଫଳତା ପାଇଁ ଅଧ୍ୟକ୍ଷ ଅଶ୍ୱିନି କୁମାର ନାୟକଙ୍କ ସହିତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଅଭିଭାବକମାନେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!