Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
March 23, 2024
in Crime, State
ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ
68
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଆଠଗଡ଼ ଡାଳୁଆ ଗାଁରେ ଦେଶୀ ମଦ ଭାଟି ଉପରେ ଚଢାଉ ବେଳେ ଅବକାରୀ ବିଭାଗକୁ ଆକ୍ରମଣ ଘଟଣାରେ ଜଣେ ଗିରଫ । ମଦ ବ୍ୟବସାୟୀ ରବିନ୍ଦ୍ର ସ୍ଵାଇଁକୁ ଗିରଫ କରିଛି ପୋଲିସ । ଶନିବାର ଦେଶୀ ମଦ ଭାଟି ଉପରେ ଚଢାଉ କରିବା ପାଇ ପହଞ୍ଚିଥିଲା ଅବକାରୀ ବିଭାଗ। ଏହି ସମୟରେ ଗାଁର କିଛି ଲୋକ ଏହାକୁ ବିରୋଧ କରି ଅବକାରୀ ବିଭାଗକୁ ଆକ୍ରମଣ କରିଥିଲେ । ପୂର୍ବରୁ ମଧ୍ୟ ଅବକାରୀ ବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିଲା। ଦଶରୁ ଅଧିକ ଚୋରା ଦେଶୀ ମଦ ମାଫିଆ ଠେଲାପେଲା ସହିତ ଗାଳି ଗୁଲଜ ଓ ଗାଡ଼ି ଭଙ୍ଗାରୁଜା କରିଥିଲେ । ଆଠଗଡ଼ ଅବକାରୀ ବିଭାଗ ପକ୍ଷରୁ ଖୁଣ୍ଟୁଣୀ ଥାନାରେ ଏତଲା ଦିଆଯାଇଥିଲା । ସେପଟେ ଗିରଫ ପ୍ରତିବାଦରେ ଡାଳୁଆ ଗ୍ରାମର ମହିଳା ମାନଙ୍କ ପକ୍ଷରୁ ଆଠଗଡ଼ ଅବକାରୀ କାର୍ଯ୍ୟାଳୟ ଘେରାଉ କରାଯାଇଛି । ୫୦ରୁ ଅଧିକ ମହିଳା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦଶନ କରିଛନ୍ତି । ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚି ମହିଳାମାନଙ୍କ ସହ ଆଲୋଚନା ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!