Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧରାପଡିଲେ ମସ୍କୋ ଆକ୍ରମଣର ୩ ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
March 25, 2024
in WORLD
ଧରାପଡିଲେ ମସ୍କୋ ଆକ୍ରମଣର ୩ ଅଭିଯୁକ୍ତ
110
VIEWS
Share on FacebookShare on Twitter

ରୁଷ୍‌, (ବାଘୁଆବାର୍ତ୍ତା): ରୁଷ୍‌ ରାଜଧାନୀ ମସ୍କୋର ପ୍ରସିଦ୍ଧ କ୍ରୋକସ୍‌ ସିଟି ହଲ୍‌ରେ ଶନିବାର ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ଅନେକ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ମାମଲାରେ ଅଦାଲତରେ ‌ଏବେ ୩ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅଦାଲତ ସମସ୍ତଙ୍କୁ ମେ ୨୨ ତାରିଖ ପର୍ୟ୍ୟନ୍ତ ହେପାଜତରେ ନେଇଛନ୍ତି। ୪ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରାଯାଇଥିଲା। ଗିରଫ ହୋଇଥିବା ୪ ଅଭିଯୁକ୍ତ ହେଉଛନ୍ତି ଡାଲେରଜନ୍ ମିର୍ଜୋଏଭ୍ (୩୨), ସାୟଡକ୍ରାମି ରାଚାବାଲିଜୋଡା (୩୦),ମୁଖମ୍ମଦସୋବିର ଫୈଜଭ (୧୯) ଏବଂ ଶ୍ୟାମସିଡିନ ଫରିଦୁନି (୨୫)। ସଙ୍ଗୀତ ସମାରୋହ ପାଇଁ ପ୍ରସିଦ୍ଧି ଲାଭ କରିଥବା ଏହି ହଲ୍‌ରେ ଏଭଳି ହିଂସା ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!