Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତି ଅଧରେ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
March 25, 2024
in Crime, State
ରାତି ଅଧରେ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ
72
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ରାତି ଅଧରେ ଘରୁ ନାବାଳିକାଙ୍କୁ ଟେକି ନେଇ ବଳାତ୍କାର କଲେ। ପରିବାର ଲୋକେ ଖୋଜାଖୋଜି କରି ଅଚେତ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସେଠାରେ ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି। ଏପରି ଏକ ଘଟଣା ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅଞ୍ଚଳରେ ଘଟିଛି। ଗତ ରାତିରେ ନାବାଳିକାଜଣକ ନିଜ ମା’ଙ୍କ ସହ ଘରେ ଥିଲେ। ମା’ ଓ ସେ ପୃଥକ ରୁମ୍‌ରେ ଶୋଇଥିଲେ। ବିଳମ୍ବିତ ରାତିରେ ନାବାଳିକାଜଣକ ଘରୁ ଗାଏବ ହୋଇ ଯାଇଥିଲେ। ସକାଳେ ତାଙ୍କ ମା’ ଉଠିବା ପରେ ଝିଅର ପତ୍ତା ପାଇ ପାରି ନ ଥିଲେ। ବହୁ ଖୋଜାଖୋଜି ପରେ ଘର ପାଖ ଏକ ନିଛାଟିଆ ସ୍ଥାନରେ ଝିଅ ଅଚେତ ଅବସ୍ଥାରେ ପଡ଼ିଥିବା ମହିଳା ସୂଚନା ପାଇଥିଲେ। ଏହାପରେ ତାଙ୍କୁ ତୁରନ୍ତ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପୀଡିତାଙ୍କ ହୋସ ଆସିବା ପରେ ସେ ପୁଲିସ୍‌କୁ ବୟାନ ଦେଇଛନ୍ତି। ନାବାଳିକା ଝିଅ ଦୁଷ୍କର୍ମର ଶିକାର ହୋଇଥିବା ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ଘଟଣାରେ କିଏ କିଏ ସମ୍ପୃକ୍ତ ଅଛନ୍ତି ପୁଲିସ୍‌ ତାହାର ତନାଘନା କରୁଛି। ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!