Friday, November 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ

by Anil Panda
August 13, 2020
in Feature News
ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ
375
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା) : ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲାର ବାଲିକୁଦାଥାନା ଅନ୍ତର୍ଗତ ସଦେଇପୁର ଗାଁରେ। ପାରିବାରିକ କଳହରୁ ସ୍ବାମୀକୁ ଟାଙ୍ଗିଆରେ ହାଣିଲା ସ୍ତ୍ରୀ। ସ୍ବାମୀକୁ ହତ୍ୟା କରିବା ପରେ ଥାନାରେ ଯାଇ ଆତ୍ମସମର୍ପଣ କରିଛି ସ୍ତ୍ରୀ। ମୃତ ବ୍ୟକ୍ତ ଜଣକ ହେଉଛନ୍ତି ସୁଶାନ୍ତ ସାମଲ। ମିଳିଥିବା ସୂଚନା ଅନୁଯାୟୀ, ସ୍ବାମୀ ଅଧିକାଂଶ ସମୟରେ ମଦ୍ୟପାନ କରି ସ୍ତ୍ରୀଙ୍କୁ ଗାଳିଗୁଲଜ କରିଥାନ୍ତି। ଗତକାଲି କୌଣସି କାରଣରୁ ଉଭୟ ସ୍ବାମୀ – ସ୍ତ୍ରୀଙ୍କ ମଧ୍ୟରେ କଳହ ହୋଇଥିଲା। ସ୍ବାମୀ ରାତିରେ ଶୋଇଯିବାପରେ ସ୍ତ୍ରୀ ତାଙ୍କ ଘରେ ଥିବା ଏକ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ହତ୍ୟାପରେ ସ୍ତ୍ରୀ ବାଲିକୁଦା ଥାନାରେ ଆତ୍ମସମର୍ପଣ କରିଛି। ସୂଚନା ଆଧାରରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବାସହ ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!