Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛ ଚାଷୀ ଏବଂ ବିକ୍ରେତାଙ୍କୁ ଗାଡ଼ି ବଣ୍ଟନ

by Anil Panda
August 13, 2020
in Breaking, Nayagarh
ମାଛ ଚାଷୀ ଏବଂ ବିକ୍ରେତାଙ୍କୁ ଗାଡ଼ି ବଣ୍ଟନ
845
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ମତ୍ସ୍ୟ ବିଭାଗ ଆନୁକୁଲ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ୫ ଜଣ ମାଛ ଚାଷୀ ଏବଂ ୫ ଜଣ ମାଛ ବିକ୍ରେତାଙ୍କୁ ଗାଡ଼ି ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ନିର୍ଦ୍ଦେଶକ ସୁବଳ ଚନ୍ଦ୍ର ମହାନ୍ତି, ମତ୍ସ ଅଧିକାରୀ ପୁଲିନ୍ ମହାନ୍ତି ପ୍ରମୂଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ନୟାଗଡ଼ ବ୍ଲକର ୨ ଜଣ, ଓଡ଼ଗାଁ ବ୍ଲକର ଜଣେ ଓ ଭାପୁର ବ୍ଲକର ଦୁଇ ଜଣ ମାଛ ଚାଷୀଙ୍କୁ ଅଟୋ ଗାଡ଼ି ସହ ବରଫ ବାସ୍କ ଦିଆଯାଇଥିବା ଜଣାଯାଇଛି । ସେହିପରି ଭାବେ ଭାପୁର ବ୍ଲକର ୪ ଜଣ ଓ ଓଡ଼ଗାଁ ବ୍ଲକର ଜଣେ ମାଛ ବିକ୍ରେତାଙ୍କୁ ଟିଭିଏସ୍ ଏସ୍କଏଲ୍ ହେଭି ଡ୍ୟୁଟି ଗାଡ଼ି ସହ ବରଫ ବାସ୍କ ଦିଆଯାଇଛି । ଏହି ଅବସରରେ ମତ୍ସ୍ୟ ଚାଷୀମାନେ କିପରି ଉପକୃତ୍ତ ହେବେ ଏବଂ ରୋଜଗାର କ୍ଷମ ହୋଇପାରିବେ ସେ ସମ୍ବନ୍ଧରେ ମନ୍ତ୍ରୀ ଚାଷୀମାନଙ୍କ ସହ ଆଲୋଚନା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!