Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ିଲେ

by ସଞ୍ଜୟ ସ୍ୱାଇଁ
March 30, 2024
in Politics, State
ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡ଼ିଲେ
177
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଂଗ୍ରେସ ଛାଡ଼ିଲେ ଚିରଞ୍ଜୀବ ବିଶ୍ୱାଳ । ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ମାହୋଲ ସେତିକି ସରଗରମ ହେଉଛି । ନେତା ଦଳ ବଦଳ ପ୍ରକ୍ରିଠାରୁ ଆରମ୍ଭକରି ଦଳରୁ ଇସ୍ତଫା ପର୍ଯ୍ୟନ୍ତ । ଆଜି ଆଉ ଏକ ଘଟଣା ଦେଖିବାକୁ ମିଳିଛି । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଚିରଞ୍ଜୀବ ବିଶ୍ୱାଳ । ପିସିସି ସଭାପତି ଶରତପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଥିବା ସୂଚନା । ଚିରଞ୍ଜୀବ ବିଶ୍ୱାଳ ଜଗତସିଂହପୁରର କଂଗ୍ରେସର ଟାଣୁଆ ନେତା ଥିଲେ । ୨୦୦୪ ରୁ ୨୦୦୯ ତିର୍ତ୍ତୋଲର ବିଧାୟକ ଭାବେ ରହିଥିଲେ ପରବର୍ତ୍ତୀ ସମୟରେ ଅର୍ଥାତ ୨୦୧୪ ରୁ ୨୦୧୯ ଜଗତସିଂହପୁରର ବିଧାୟକ ହୋଇଥିଲେ । ବିଧାନସଭାରେ ବିରୋଧି ଦଳର ଉପନେତା ଥିଲେ ଚିରଞ୍ଜୀବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!