Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧା ହେଲେ ଦୁଇ ବ୍ରାଉନସୁଗାର ବେପାରୀ

by ସଞ୍ଜୟ ସ୍ୱାଇଁ
March 31, 2024
in Crime, State
ବନ୍ଧା ହେଲେ ଦୁଇ ବ୍ରାଉନସୁଗାର ବେପାରୀ
55
VIEWS
Share on FacebookShare on Twitter

କୋଣାର୍କ, (ବାଘୁଆବାର୍ତ୍ତା): ନିଶା ବେପାରୀଙ୍କୁ ସାବାଡ଼ କରୁଛି ପୋଲିସ । ଅସ୍ତରଙ୍ଗ ଓ କାକଟପୁର ଅଞ୍ଚଳରୁ ଦୁଇ ବ୍ରାଉନସୁଗାର ବେପାରୀ ଗିରଫ । ଉଭୟଙ୍କ ପାଖରୁ ୧୪ ଗ୍ରାମର ବ୍ରାଉନସୁଗାର ଜବତ । ଗିରଫ ଅଭିଯୁକ୍ତ ଦ୍ବୟ କୋର୍ଟ ଚାଲାଣ । ମିଳିଥିବା ସୂଚନା ଅନୁସାରେ, ବ୍ରାଉନସୁଗାର ବେପାର ଅଭିଯୋଗରେ ଚାରିଛକ ଅଞ୍ଚଳରୁ ସ୍ବରାଜ ଦାସ ନାମକ ଜଣଙ୍କୁ ଗିରଫ କରିଛି ଅସ୍ତରଙ୍ଗ ପୋଲିସ । ତା’ପାଖରୁ ପୋଲିସ ୬ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଦୀର୍ଘ ଦିନ ହେବ ସ୍ୱରାଜ ଚାରିଛକ ଅଞ୍ଚଳରୁ ବ୍ରାଉନସୁଗାର ଆଣି ଅସ୍ତରଙ୍ଗ ଥାନା ଅନ୍ତର୍ଗତ ତାଳଦା ନିକଟ ନଦୀବନ୍ଦ ଉପରେ ଠିଆ ହୋଇ ବିକ୍ରି କରୁଥିଲା । ବିଶେଷ ସୂତ୍ରରୁ ଖବର ପାଇଁ ପୋଲିସ ଚଢ଼ାଉ କରି ତାକୁ ମାଡିବସିଥିଲା । ସେହିପରି କାକଟପୁର ଅଞ୍ଚଳରୁ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣଭ୍କ ହେଲେ ନିଶାନ କୁମାର ସାହୁ । ତା’ପାଖରୁ ୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!