Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଏକ କରୋନା ମୃତ୍ୟୁ

by Anil Panda
August 15, 2020
in Breaking, Nayagarh
୧୦୬ରେ ଓଡ଼ଗାଁରୁ ସର୍ବାଧିକ ୨୭
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରୁ ପୁଣି ଏକ କରୋନା ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହି ବ୍ୟକ୍ତି ଜଣଙ୍କ ନୟାଗଡ଼ ଜିଲ୍ଲା ରାଜସୁନାଖଳର ଗୋପୀନାଥ ସେଠୀ ବୋଲି ଜଣାଯାଇଛି । ତାଙ୍କ ବସୟ ୭୫ ବର୍ଷ ଏବଂ ୧୦ ତାରିଖରେ ସମ୍ ହସ୍ପିଟାଲରେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ଏହି ମୃତ୍ୟୁକୁ ମିଶାଇ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଂଚିଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!