Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ବ୍ଲକ ସ୍ତରୀୟ ସ୍ୱାଧିନତା ଦିବସ ପାଳିତ

by Anil Panda
August 15, 2020
in Feature News, Nayagarh
ଓଡ଼ଗାଁ ବ୍ଲକ ସ୍ତରୀୟ ସ୍ୱାଧିନତା ଦିବସ ପାଳିତ
558
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁରେ ବ୍ଲକ ସ୍ତରୀୟ ସ୍ୱାଧିନତା ଦିବସ ଓଡ଼ଗାଁ ମିନିଷ୍ଟାଡିୟମଠାରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ଗାଁ ବ୍ଲକ ଅଧ୍ୟକ୍ଷା ମମତା ବେହେରା ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଡିଓ ସ୍ୱାତୀଲେଖା ଦାଶ, ତହସିଲଦାର ବିଜେୟିତା ସାମନ୍ତ ସଂହାର, ଜିଲ୍ଲା ପରିଷଦ ସଭ୍ୟ ବିଭୁପ୍ରସାଦ ଦାଶ ପ୍ରମୂଖ ଯୋଗଦେଇଥିଲେ । ଏହି ଅବସରରେ ବିଶ୍ୱ ହିନ୍ଦୁ ପରିଷଦ ତରଫରୁ ତହସିଲଦାର୍‌ଙ୍କୁ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ପଞ୍ଚାନନ ସାହୁ, ପିତବାସ ସାର୍ ସହଯୋଗ କରିବା ସହ ପରିଚାଳନା କରିଥିବା ବେଳେ ଓଡ଼ଗାଁ ଏନ୍‌ଏସି କର୍ମଚାରୀ ସହଯୋଗ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!