Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

by Anil Panda
August 15, 2020
in Feature News, Nayagarh
ପଞ୍ଚାୟତ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ
393
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା) :  ସମଗ୍ର ଦେଶ ତଥା ରାଜ୍ୟରେ ପାଳିତ ହୋଇଅଛି ୭୪ତମ ସ୍ବାଧୀନତା ଦିବସ ।ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ ,କୋମଣ୍ଡ ,କୋରପିଠା ,ସୁନାମୁଁହି,ଗିରିଡିପଲ୍ଲି ଆଦି ଗ୍ରାମପଞ୍ଚାୟତରେ ପଞ୍ଚାୟତ ପ୍ରାଙ୍ଗଣରେ ନିରାଡ଼ମ୍ବର ଭାବେ କୋଭିଡ କଟକଣା ମଧ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇଅଛି ।ସରପଞ୍ଚ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସମ୍ପାଦନ କରିଥିବା ବେଳେ ଉପସ୍ଥିତ ସଦସ୍ୟ ଦେଶ ତଥା ଜାତି ପାଇଁ ସହିଦ ହୋଇଥିବା ବିରପୁରୁଷଙ୍କର ବିରତ୍ୱର ଗାଥା ରୋମନ୍ଥନ କରିଥିଲେ ।କୋରପିଠା ସରପଞ୍ଚ କୁମୁଦିନୀ ସାହୁ ସହିଦ ମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ବୃକ୍ଷରୋପଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!