Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ଦେହରେ ଲାଗିଲା ସ୍ତ୍ରୀର ଲିଭର୍, ଏସସିବିରେ ଡାକ୍ତରଙ୍କ ସଫଳତା

by ସଞ୍ଜୟ ସ୍ୱାଇଁ
April 4, 2024
in Health, State
ସ୍ୱାମୀ ଦେହରେ ଲାଗିଲା ସ୍ତ୍ରୀର ଲିଭର୍, ଏସସିବିରେ ଡାକ୍ତରଙ୍କ ସଫଳତା
68
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍। ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଗତକାଲି କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଆଣାଯାଇ ଟ୍ରାନସପ୍ଲାଣ୍ଟ କରାଯାଇଛି। ଏସିଆନ ଇନଷ୍ଟିଚ୍ୟୁଟଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବା ଏଆଇଜି ହାଇଦ୍ରାବାଦ ସହ ଏସସିବିର ଚୁକ୍ତି ହେବା ପରେ ଏଆଇଜିର ୯ ଜଣିଆ ଡାକ୍ତରୀ ଟିମ୍ ସହ ଏସସିବି ମେଡିକାଲର ଡାକ୍ତରମାନେ ମିଳିତଭାବେ ଏହି ପ୍ରତିରୋପଣ ଅସ୍ତ୍ରୋପଚାର କରିଛନ୍ତି। କାଲି ସକାଳ ୮ ଠାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଦୀର୍ଘ ୮ ଘଣ୍ଟା ଧରି ଏହି ଅପରେସନ ଚାଲିଥିଲା। ଏବେ ଦମ୍ପତିଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି କହିଛନ୍ତି ଏସସିବି ଅଧୀକ୍ଷକ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!