Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡେଭିଲ୍ ଟିମ୍ ତରଫରୁ ସ୍ଵାଧୀନତା ଦିବସ ପାଳନ ଓ ମାସ୍କ ବଣ୍ଟନ

by ସଞ୍ଜୟ ସ୍ୱାଇଁ
August 15, 2020
in Nayagarh
ଡେଭିଲ୍ ଟିମ୍ ତରଫରୁ ସ୍ଵାଧୀନତା ଦିବସ ପାଳନ ଓ ମାସ୍କ ବଣ୍ଟନ
610
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବ୍ଳକ ଲେଙ୍କୁଡିପଡା ପଞ୍ଚାୟତ ଧବଳେଇ ଗ୍ରାମରେ ଡେଭିଲ୍ ଟିମ୍ ତରଫରୁ ୭୪ ତମ ସ୍ବାଧୀନତା ଦିବସ ସକାଳ ୯ ଘଟିକା ସମୟରେ ପାଳନ ସହିତ ମାସ୍କ ବଣ୍ଟନ ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଡେଭିଲ୍ ଟିମର ସମସ୍ତ ସଭ୍ୟ ସମେତ ଗ୍ରାମର ସଭାପତି ଶ୍ରୀଯୁକ୍ତ ଅଭିମନ୍ୟୁ ପରିଡା, ଉପସଭାପତି ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ, ସମ୍ପାଦକ ଶ୍ରୀଯୁକ୍ତ ବନମାଳୀ ଲେଙ୍କା, ସହ ସମ୍ପାଦକ ଅବନ୍ତୀ କୁମାର ନାୟକ, ନାଏବ ସରପଞ୍ଚ ଶ୍ରୀଯୁକ୍ତ ବିଜୟ କୁମାର ବିଶ୍ବାଳ, ସମାଜସେବୀ ଶ୍ରୀ ପ୍ରକାଶ ବିଶ୍ବାଳ, ଗ୍ରାମର ପୂର୍ବତନ ସଭାପତି ଶ୍ରୀଯୁକ୍ତ ସୁଦର୍ଶନ ସାହୁ ଏବଂ ସମ୍ପାଦକ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଯୋଗଦାନ କରି କାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!