Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେକର୍ଡ଼ ଭାଙ୍ଗିଲା କରୋନା, ନୂଆ ୨୯୨୪, ନୟାଗଡ଼ ୧୪୨

by Anil Panda
August 16, 2020
in Breaking, Nayagarh
୧୦୬ରେ ଓଡ଼ଗାଁରୁ ସର୍ବାଧିକ ୨୭
2k
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୯୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୫୦ରେ ପଂହଚିଛି । ସେଥିମଧ୍ୟରେ ୧୮୧୫ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୧୦୯ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୩୭, ବାଲେଶ୍ୱର ୧୨୭, ବରଗଡ଼ ୪୮, ଭଦ୍ରକ ୧୦୭, ବଲାଙ୍ଗିର ୨୭, ବୈାଦ୍ଦ ୮, କଟକ ୧୮୯, ଦେଓଗଡ଼ ୧୬, ଢେଙ୍କାନାଳ ୪୦, ଗଂଜାମ ୩୧୮, ଗଜପତି ୭୧, ଜଗତସିଂହପୁର ୪୭, ଯାଜପୁର ୨୦୦, ଝାରସୁଗୁଡ଼ା ୩୦, କଳାହାଣ୍ଡି ୨୭, କନ୍ଧମାଳ ୫୦, କେନ୍ଦ୍ରାପଡ଼ା ୬୦, କେନ୍ଦୁଝର ୨୬, ଖୋର୍ଦ୍ଧା ୪୪୮, କୋରାପୁଟ ୯୫, ମାଲକାନଗିରି ୯୩, ମୟୁରଭଂଜ ୧୩୬, ନବରଂଗପୁର ୨୬, ନୟାଗଡ଼ ୧୪୨, ନୂଆପଡ଼ା ୨୦, ପୁରୀ ୧୪୪, ରାୟଗଡ଼ା ୧୧୬, ସମ୍ବଲପୁର ୩୭, ସୋନପୁର ୩୮, ସୁନ୍ଦରଗଡ଼ ୧୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯୨୮ ଟି ମାମଲା ସକ୍ରିୟ ରହିଥିବା ୪୦୭୨୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!