Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋସକା ପଂଚାୟତ ସଟ୍‌ଡାଉନ୍‌

by Anil Panda
August 16, 2020
in Feature News, Nayagarh
ଗମ୍ଭାରିଡିହି ସଟ୍‌ଡାଉନ୍‌, ବଣିଆସାହି କଣ୍ଟେନ୍‌ମେଣ୍ଟ
920
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ ଭୟାବହ ଋପ ଧାରଣ କରିଥିବା ବେଳେ ଏବେ ଗ୍ରାମାଞ୍ଚଳରେ କରୋନା ପହଂଚି ସାରିଲାଣି । ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ କୋସକା ପଂଚାୟତରୁ ଗତକାଲି ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାରୁ ସରପଂଚ ପଂଚାୟତକୁ ୫ ଦିନ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ୧୭ ତାରିଖ ସକାଳ ୭ ଘଟିକାଠାରୁ ୨୧ ତାରିଖ ସଂନ୍ଧ୍ୟା ପର୍ଯ୍ୟନ୍ତ ସରପଂଚ କୃଷ୍ଣଚନ୍ଦ୍ର ସାହୁ ପଂଚାୟତରେ କଟକଣା ଲଗାଇଛନ୍ତି । ଏନେଇ ସରପଂଚ ବ୍ଲକ ଓ ଜିଲ୍ଲା ପ୍ରଶାସନକୁ ଅବଗତ କରିଥିବା ଜଣାଯାଇଛି । ଏହି ସମୟ ମଧ୍ୟରେ ଗ୍ରାମର କୈାଣସି ଲୋକ ବାହାରକୁ ନବାହାରିବା ପାଇଁ ସରପଂଚ ପରାମର୍ଶ ଦେଇଥିବା ବେଳେ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!