Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ସନ୍ଦେହ

by Anil Panda
August 16, 2020
in Breaking, Nayagarh
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ଶବ ଉଦ୍ଧାର, ହତ୍ୟା ସନ୍ଦେହ
1.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ନିକଟସ୍ଥ ଏକ ଜଳଖିଆ ଦୋକାନରେ କାମ କରୁଥିବା ଜଣେ ଯୁବକଙ୍କ ଝୁଲନ୍ତା ଶବ ଆଜି ଦୋକାନ ସାମ୍ନା ଲିମ୍ବ ଗଛରୁ ଉଦ୍ଧାର କରାଯାଇଛି । ସୂଚନାନୁସାରେ, ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ଝୋଲା ଗ୍ରାମର ପବିତ୍ର କୁମାର ସାହୁଙ୍କ ପୁଅ ମନୋଜ କୁମାର ସାହୁ (୨୪) ଦୀର୍ଘଦିନ ହେବ ଦଶପଲ୍ଲା ବଜାରରେ ରହିଥିବା ତାଙ୍କ ଭିଣୋଇ ସୁରେଶ ସାହୁଙ୍କ ଜଳଖିଆ ଦୋକାନରେ କାମ କରୁଥିଲେ । ଗତକାଲି ସଟ୍‌ଡାଉନ୍ ଥିବାରୁ ଅନ୍ୟ କର୍ମଚାରୀମାନେ ଘରକୁ ଚାଲି ଯାଇଥିବା ବେଳେ ମନୋଜ ଏକାକୀ ଦୋକାନରେ ରହିଥିଲେ । ଆଜି ତାଙ୍କ ମୃତ ଦେହ ଦୋକାନ ସାମ୍ନା ଲିମ୍ବ ଗଛରେ ଝୁଲୁଥିବା ଦେଳା ଯାଇଥିଲା । ପୁଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ମନୋଜଙ୍କ ମୃତ୍ୟୁକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି । ତାଙ୍କୁ କେହି ହତ୍ୟା କରିଥାଇ ପାରନ୍ତି ବୋଲି ପରିବାର ଏବଂ ଅନ୍ୟ ଲୋକ ସନ୍ଦେହ ସୃଷ୍ଟି କରୁଥିବା ବେଳେ ଏହା ଆତ୍ମହତ୍ୟା ବୋଲି ଅନୁମାନ କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!