Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଲୁଣୀରେ ବୃକ୍ଷରୋପଣ ଅନୁଷ୍ଠିତ

by Anil Panda
August 16, 2020
in Nayagarh
ସାଲୁଣୀରେ ବୃକ୍ଷରୋପଣ ଅନୁଷ୍ଠିତ
265
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ନାଟୁଗାଁ ପଞ୍ଚାୟତ ଅଧିନରେ ଥିବା ସାଲୁଣୀ ଶ୍ରୀ ଗୋପୀନାଥ ଜୀଉ କ୍ଲବ ତରଫରୁ ୭୪ତମ ସାଧିନତା ଦିବସ ପାଳିତ ହୋଇଯାଇଛି । ଏଥିରେ ସାଲୁଣୀ ଗ୍ରାମ୍ୟ କମିଟିର ସଭାପତି ତଥା ଶ୍ରୀ ଗୋପୀନାଥ ଜୀଉ କ୍ଲବର ସଭାପତି ମାନସ ଚନ୍ଦ୍ର ବିଶ୍ବାଳ ପତାକା ଉତ୍ତୋଳନ କରିବା ସହିତ ଗ୍ରାମ ନିକଟରେ ଥିବା ଲୁଣିଝରୀ ନଦୀ ପଠା ବୃକ୍ଷ ରୋପଣ କରିଥିଲେ । ଉକ୍ତ ଦିବସ ଅବସରରେ ଗ୍ରାମବାସୀ ନିଜ ନିଜ ଦୁଆରେ ଠିଆ ହୋଇ ଜାତୀୟ ସଂଗୀତ ଗାନ କରିଥିଲେ । ଏବଂ ଶ୍ରୀ ଗୋପୀନାଥ ଜୀଉ କ୍ଲବ୍ ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ଗ୍ରାମରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!