Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘ ଚମଡା ଡିଲ୍ ବେଳେ ଧରାପଡିଲେ ୭ ମାଫିଆ

by ସଞ୍ଜୟ ସ୍ୱାଇଁ
April 8, 2024
in Crime, State
ବାଘ ଚମଡା ଡିଲ୍ ବେଳେ ଧରାପଡିଲେ ୭ ମାଫିଆ
67
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଅନ୍ତଃରାଜ୍ୟ ବନ୍ୟପ୍ରାଣୀ ଚୋରା କାରବାର କରୁଥିବା ବଡ ର୍ୟାକେଟର ପର୍ଦ୍ଦାଫାଶ କରିଛି ଗଜପତି ଜିଲ୍ଲା ବନ୍ୟପ୍ରାଣୀ ବିଭାଗ । ରାଜ୍ୟ ବାହାରକୁ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ୭ ଜଣ ମାଫିଆଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି କଲରାପତରିଆ ବାଘ ଚମଡା ଜବତ କରାଯାଇଛି । ଏହା ସହ ଗୋଟିଏ ଫିସିଂ କ୍ୟାଟ୍ ଚମଡା, ଗୋଟିଏ କଲରାପତରିଆ ଜଙ୍ଗଲୀ ବିଲେଇ ଚମଡା ଓ ବିପୁଳ ପରିମାଣର ପଜ୍ରକାପ୍ତା କାତି ମଧ୍ୟ ଜବତ ହୋଇଛି । ଏହି ର୍ୟାକେଟର ମୁଖ୍ୟ କାର୍ପଟଦାର ଓ ଏଥିରେ ସଂପୃକ୍ତ ଅନ୍ୟମାନଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଛି । ଗିରଫ ଅଭିଯୁକ୍ତମାନେ ଏତେ ପରିମାଣର କଲରାପତରିଆ ଚମଡା କେଉଁଠୁ ଆଣିଲେ, କାହାକୁ ବିକ୍ରି କରିଥାନ୍ତେ ଓ କେତେ ଟଙ୍କାରେ ବିକ୍ରି ପାଇଁ ଯୋଜନା କରୁଥିଲେ, ସେନେଇ ଖୋଳତାଡ଼ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!