Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମକରି ଏକାଧିକ ଯୁବତୀଙ୍କୁ ଲୁଟିଥିଲେ, ଧରିଲା ରାଉରକେଲା ଜିଆରପି

by ସଞ୍ଜୟ ସ୍ୱାଇଁ
April 8, 2024
in Crime, State
ପ୍ରେମକରି ଏକାଧିକ ଯୁବତୀଙ୍କୁ ଲୁଟିଥିଲେ, ଧରିଲା ରାଉରକେଲା ଜିଆରପି
128
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ନିଜକୁ ଆରପିଏଫ ଅଧିକାରୀ କହି ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଯୁବତୀଙ୍କୁ ପ୍ରେମ ନିବେଦନ କରି ଟଙ୍କା ହଡ଼ପ କରୁଥିବା ଜଣେ ଯୁବକଙ୍କୁ ଗିରଫ କରିଛି ପୁଲିସ। ଗିରଫ ଯୁବକଙ୍କ ନାଁ କଦମ ସଦାଶିବ। ତାଙ୍କ ଘର ତେଲଙ୍ଗାନାର ବୋଲି ଗଣାପଡ଼ିଛି। ଇନଷ୍ଟାଗ୍ରାମ ମାଧ୍ୟମରେ ଯୁବତୀ ମାନଙ୍କୁ ମିଛି ମିଛିକା ଭଲ ପାଇବା ପରେ କୌଶଳ କରି ସେମାନଙ୍କଠୁ ଅର୍ଥ ହଡ଼ପ କରୁଥିଲେ କଦମ। ସେ ନିଜକୁ ଜଣେ ଆରପିଏଫ ଅଧିକାରୀ ବୋଲି ପରିଚୟ ଦେଇ ଯୁବତୀ ମାନଙ୍କୁ ନିଜ ପ୍ରେମ ଜାଲରେ ଫସାଉଥିଲେ। ଗତ କିଛି ବର୍ଷ ହେବ ସେ ଏହି କାମ କରୁଥିଲେ। ଅନେକ ଯୁବତୀଙ୍କ ଠାରୁ ଏଭଳି ଢଙ୍ଗରେ ସେ ଅର୍ଥ ହଡ଼ପ କରିବା ନେଇ ଅଭିଯୋଗ ରହିଛି। ଅଭିଯୋଗ ପାଇବା ପରେ ରାଉରକେଲା ଜିଆରପି ଯୁବକଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ଆରପିଏଫର ଅଭିଯୋଗ କ୍ରମେ ଜିଆରପି ଥାନାରେ ମାମଲା ମଧ୍ୟ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!