Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା : ଜିଲ୍ଲାରେ ୧୬ ଶହ ପାର

by Anil Panda
August 18, 2020
in Feature News, Nayagarh
କରୋନା : ଜିଲ୍ଲାରେ ୧୬ ଶହ ପାର
704
VIEWS
Share on FacebookShare on Twitter

୧୮ ଦିନରେ ୧ ହଜାର ୧୨ ଜଣ ଆକ୍ରାନ୍ତ ଚିହ୍ନଟ

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୨୨୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୧୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଜିଲ୍ଲାରେ ପୂର୍ବରୁ ୧୪୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜିର ୧୪୭ ଆକ୍ରାନ୍ତକୁ ମିଶାଇ ମୋଟ ସଂଖ୍ୟା ୧୬୪୨ ବୋଲି ଜଣାଯାଇଛି । ଫଳରେ ଅଗଷ୍ଟ ୧୮ ଦିନରେ ଜିଲ୍ଲାରେ ୧୦୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି । ଜିଲ୍ଲାରେ ଜୁଲାଇ ୩୧ ତାରିଖ ସୁଦ୍ଧା ଆକ୍ରାନ୍ତ ସଂଖ୍ୟା ୬୨୮ ରହିଥିଲା । ଫଳରେ ଏହି ୧୭ ଦିନରେ କରୋନା ଆକ୍ରାନ୍ତ ସଂଖ୍ୟା ଦ୍ୱିଗୁଣିତ ହୋଇଥିବା ସ୍ପଷ୍ଟ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!