Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା କାଲି ପ୍ରକାଶ ପାଇବ ମଦ୍ରାସା ବୋର୍ଡ ପରୀକ୍ଷା ଫଳ

by Anil Panda
August 18, 2020
in Feature News, Nayagarh
ଆସନ୍ତା କାଲି ପ୍ରକାଶ ପାଇବ ମଦ୍ରାସା ବୋର୍ଡ ପରୀକ୍ଷା ଫଳ
120
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଓଡ଼ିଶା ମଦ୍ରାସା ବୋର୍ଡ ଅଧିନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ଫଳ ଆସନ୍ତା କାଲି ୧୯.୦୮.୨୦୨୦ ତାରିଖରେ ପ୍ରକାଶ ପାଇବ । ଏ ସମ୍ବନ୍ଧରେ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ପରୀକ୍ଷା ଫଳ ପ୍ରକାଶର ପ୍ରସ୍ତୁତି କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି । ଓଡ଼ିଶା ମଦ୍ରାସା ବୋର୍ଡ ଅଧିନରେ ପରୀକ୍ଷା ଦେଇଥିବା ମାଟ୍ରିକ୍‌ ଠାରୁ ଆରମ୍ଭ କରି ପି.ଜି ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ଫଳ ପ୍ରକାଶ ପାଇବ । ପ୍ରକାଶ ଥାଉକି, ଏଥିରେ ମୌଲବୀ (ମାଟି୍ରକ୍‌), ମାହିର (ଯୁକ୍ତ ଦୁଇ), ଆଲିମ୍‌ (ଯୁକ୍ତ ତିନି) ଫାଜିଲ୍‌ (ପି.ଜି) ପାଠ୍ୟକ୍ରମର ଫଳାଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ତରଫରୁ ସୂଚନା ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!