Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଯାଇ ପୁଲିସ ହଟହଟା

by ସଞ୍ଜୟ ସ୍ୱାଇଁ
April 12, 2024
in Crime, State
ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଯାଇ ପୁଲିସ ହଟହଟା
43
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଯାଇ ହଟହଟା ପୋଲିସ । ବରଗଡ ଜିଲ୍ଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗାଁର ଜଣେ ଗଞ୍ଜେଇ ମାଫିଆଙ୍କୁ ଧରିବାବେଳେ ପୋଲିସ ଉପରକୁ ସଂଘବଦ୍ଧ ଆକ୍ରମଣ । ଆକ୍ରମଣରେ ଦୁଇଜଣ ପୋଲିସ କର୍ମଚାରୀ ଆହତ ହୋଇଥିବାବେଳେ ମହିଳା ଥାନା ଅଧିକାରୀଙ୍କୁ ଏକ ଘରେ ପୁରାଇ ବନ୍ଦୀ କଲେ । ଖବର ପାଇ ସ୍ଥାନୀୟ ସରପଞ୍ଚ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଉଦ୍ଧାର କରିଥିଲେ । ପରେ ଏସଡିପିଓ ବିଭୂତିଭୂଷଣ ଭୋଇ, ପାଇକମାଳ ଓ ଜଗଦଲପୁର ପୋଲିସ ସହ ମିଶି ଚଢାଉ କରି ୮ ଜଣଙ୍କୁ ଗିରଫ କରିବା ସହ ୬ଟି ବାଇଟ୍ ଗୋଟିଏ କାର ଓ ଟ୍ରାକ୍ଟର ଜବତ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!