Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ଲକ କାର୍ଯ୍ୟାଳୟ ସଟ୍‌ଡାଉନ୍

by Anil Panda
August 18, 2020
in Feature News, Nayagarh
ଗମ୍ଭାରିଡିହି ସଟ୍‌ଡାଉନ୍‌, ବଣିଆସାହି କଣ୍ଟେନ୍‌ମେଣ୍ଟ
1.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଗତକାଲି ଭାପୁର ବ୍ଲକ କାର୍ଯ୍ୟଳୟର କିଛି କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଯାହାକୁ ନେଇ ଭାପୁର ବିଡିଓ ବ୍ଲକ କାର୍ଯ୍ୟାଳୟକୁ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍ କରିଥିବା ଜଣାଯାଇଛି । ଏଥିସହିତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ କର୍ମଚାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!