Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ଵାମୀ ଓ ସ୍ତ୍ରୀକୁ ସଂଘବଦ୍ଧ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
April 13, 2024
in Crime, State
ସ୍ଵାମୀ ଓ ସ୍ତ୍ରୀକୁ ସଂଘବଦ୍ଧ ଆକ୍ରମଣ
26
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ବାଲେଶ୍ଵର ନୀଳଗିରିରେ ଗୋଷ୍ଠୀ ସଂଘର୍ଷ। ନୀଳଗିରି ଥାନା ଅନ୍ତର୍ଗତ ବାବନ୍ଧ ଗାଁରେ ବାଡ଼ଘେରାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି। ବୁଲିଲା ଠେଙ୍ଗା ଓ ଭୁଜାଲି। ଗୋଟିଏ ପରିବାରର ସ୍ଵାମୀ ଓ ସ୍ତ୍ରୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଜି ସକାଳେ ଗାଁର କିଛି ଯୁବକ କ୍ରିକେଟ ଖେଳିବାକୁ ଯାଉଥିବାବେଳେ ସିଂହସାହି ଛକରେ ହୋଇଥିଲା ବଚସା। ଘଟଣାକୁ କେନ୍ଦ୍ରକରି ସୁକୁରା ବେହେରା ଓ ତାଙ୍କ ପତ୍ନୀ ଆଶାମଣି ବେହେରାଙ୍କୁ ସଂଘବଦ୍ଧ ଆକ୍ରମଣ କରିଥିଲେ। ଏଥିରେ ଉଭୟ ଗୁରୁତର ହୋଇ ପଡିଥିଲେ। ନୀଳଗିରି ପୋଲିସ ଘଟଣାର ତନାଘନା ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!