Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ ସବ୍‌ରେଜିଷ୍ଟର ଅଫିସ୍ ୬ ଦିନ ସଟ୍ ଡାଉନ

by Sanjay Swain
August 18, 2020
in Nayagarh
ନୟାଗଡ ସବ୍‌ରେଜିଷ୍ଟର ଅଫିସ୍ ୬ ଦିନ ସଟ୍ ଡାଉନ
880
VIEWS
Share on FacebookShare on Twitter

ନୟାଗଡ(ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଜିଲ୍ଲାପାଳ ଡ. ପୋମା ଟୁଡୁ ନୟାଗଡ ସବ୍ ରେଜିଷ୍ଟର କାର୍ଯ୍ୟାଳୟ କୁ ୧୯ ତାରିଖ ଠାରୁ ୨୪ ତାରିଖ ସକାଳ ୯ ଘଟିକା ପର୍ଯ୍ୟନ୍ତ ୬ ଦିନ ପାଇଁ ସଟ୍ ଡାଉନ୍ ଘୋଷଣା କରିଛନ୍ତି । ଉକ୍ତ କାର୍ଯ୍ୟାଳୟରେ କରୋନା ପଜେଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ଉକ୍ତ କାର୍ଯ୍ୟାଳୟକୁ କୋଭିଡ୍ ନିୟମ ଅନୁସାରେ ସାନିଟାଇଜେସନ୍ କରିବା ଏବଂ ଅନ୍ୟାନ୍ୟ ଆକ୍ରାନ୍ତଙ୍କୁ ଚିହ୍ନଟ କରିବା ପାଇଁ ପଦକ୍ଷେପ ନିଆଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!