Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୬୭ ହଜାର ପାର, ନୂଆ ୨୫୮୯, ନୟାଗଡ଼ ୧୧

by Anil Panda
August 19, 2020
in Feature News, Nayagarh
କରୋନା; ଚାବୁକ ଦରକାର
665
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୫୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୧୨୨ ରେ ପଂହଚିଛି । ସେଥିମଧ୍ୟରେ ୧୫୭୪ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୦୧୫ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୨୦, ବାଲେଶ୍ୱର ୧୫୦, ବରଗଡ଼ ୬୭, ଭଦ୍ରକ ୪୭, ବଲାଙ୍ଗିର ୧, ବୈାଦ୍ଦ ୧୬, କଟକ ୨୨୨, ଢେଙ୍କାନାଳ ୨୫, ଗଂଜାମ ୨୪୨, ଗଜପତି ୩୬, ଜଗତସିଂହପୁର ୨୧, ଯାଜପୁର ୯୫, ଝାରସୁଗୁଡ଼ା ୧୮, କଳାହାଣ୍ଡି ୪୨, କନ୍ଧମାଳ ୩୦, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୫୩, ଖୋର୍ଦ୍ଧା ୪୬୬, କୋରାପୁଟ ୯୨, ମାଲକାନଗିରି ୭୩, ମୟୁରଭଂଜ ୧୧୭, ନବରଂଗପୁର ୩୬, ନୟାଗଡ଼ ୧୧, ନୂଆପଡ଼ା ୬, ପୁରୀ ୨୩୫, ରାୟଗଡ଼ା ୨୧୧, ସମ୍ବଲପୁର ୬୬, ସୋନପୁର ୨୬, ସୁନ୍ଦରଗଡ଼ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୩୮୩ ଟି ମାମଲା ସକ୍ରିୟ ରହିଥିବା ୪୫୩୧୪ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!