Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣିଜ୍ୟରେ କମାଲ୍ କଲେ ସିତୁ, ମନସ୍ମିତା, ବର୍ଷା

by Anil Panda
August 19, 2020
in Breaking, Nayagarh
ବାଣିଜ୍ୟରେ କମାଲ୍ କଲେ ସିତୁ, ମନସ୍ମିତା, ବର୍ଷା
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ +୨ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଜ୍ଞାନ ଭଳି ବାଣିଜ୍ୟରେ ମଧ୍ୟ ନୟାଗଡ଼ ଜିଲ୍ଲା ସାରା ରାଜ୍ୟରେ ଟପ୍ପର ହୋଇଥିବା ବେଳେ ଜିଲ୍ଲାରେ ଟପ୍ପର ହୋଇଛନ୍ତି ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ସିତୁ ବେହେରା । ସେ ୫୬୭ ମାର୍କ ରଖିଥିବା ଜଣାଯାଇଛି । ସେହିଭଳି ଭାବେ ଛାତ୍ରୀ ମନସ୍ମିତା ମହାନ୍ତି ଜିଲ୍ଲାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ସେ ୫୬୨ ମାର୍କ ରଖିଥିବା ଜଣାଯାଇଛି । ସେହିଭଳି ତୃତୀୟ ସ୍ଥାନରେ ଛାତ୍ରୀ ବର୍ଷାରାଣୀ ସାଥୁଆ ୫୪୪ ମାର୍କ ରଖିଥିବା ଜଣାଯାଇଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!