Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟାଡମିଣ୍ଟନରେ ଗୌରବ ଆଣୁଥିଲେ କୁହୁ, ଏବେ ୟୁପିଏସସିରେ ପାଇଛନ୍ତି ସଫଳତା

by ସଞ୍ଜୟ ସ୍ୱାଇଁ
April 17, 2024
in NATIONAL NEWS, Sports
ବ୍ୟାଡମିଣ୍ଟନରେ ଗୌରବ ଆଣୁଥିଲେ କୁହୁ, ଏବେ ୟୁପିଏସସିରେ ପାଇଛନ୍ତି ସଫଳତା
111
VIEWS
Share on FacebookShare on Twitter

ଉତ୍ତରାଖଣ୍ଡ, (ବାଘୁଆବାର୍ତ୍ତା): ଉତ୍ତରାଖଣ୍ଡର ପୂର୍ବ ଡିଜିପି ଅଶୋକ କୁମାରଙ୍କ ଝିଅ କୁହୁ ଗର୍ଗ ସର୍ବ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା (ୟୁପିଏସସି)ରେ ସଫଳତା ହାସଲ କରିଛନ୍ତି । ୧୭୮ ରାଙ୍କ ପାଇଛନ୍ତି କୁହୁ । ବ୍ୟାଡମିଣ୍ଟନ ଖେଳି ଦେଶ ପାଇଁ ଗୌରବ ଆଣିଥିବା କୁହୁ ୟୁପିଏସସିରେ ମଧ୍ୟ ବିଜୟର ଧ୍ୱଜା ଉଡାଇଛନ୍ତି । ବ୍ୟାଡମିଣ୍ଟନ ଖେଳରେ କୁହୁ ୫୬ ଟି ଅଲଇଣ୍ଡିଆ ମେଡାଲ୍ , ୧୮ଟି ଅନ୍ତର୍ଜାତୀୟ ମେଡାଲ ପାଇଛନ୍ତି । ଅନ୍ତର୍ଜାତୀୟ ସ୍ତରରେ ବ୍ୟାଡମିଣ୍ଟନରେ କୁହୁ ୩୪ ତମ ସ୍ଥାନରେ ଥିବାବେଳେ ଦେଶରେ ମିକ୍ସଡ୍ ଡବଲ୍ସରେ ସେ ନମ୍ବର ୧ ରାଙ୍କରେ ଅଛନ୍ତି । ଖେଳରେ ନିଜର ପାରଦର୍ଶୀତା ପ୍ରମାଣ କରିବା ପରେ ବାପାଙ୍କୁ ଦେଖି ପ୍ରଶାସନିକ ସେବାରେ ଯୋଗ ଦେବାକୁ ନିଷ୍ପତ୍ତି ନେଇଥିଲେ । ଦିଲ୍ଲୀ ଏସଆରସିସି କଲେଜରୁ ଗ୍ରାଜୁଏସନ୍ ଶେଷ କରିବା ପରେ ୟୁପିଏସସି ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ । ଏହି ସମୟରେ ସେ ଖେଳ ସହ ଦିନକୁ ୭ରୁ ୮ଘଣ୍ଟା ପରିଶ୍ରମ କରୁଥିଲେ । ତେବେ ଖେଳରୁ ସେ ଶୃଙ୍ଖଳା ଶିଖିଛନ୍ତି, ଯାହା ୟୁପିଏସସି କ୍ଲିଅର କରିବାକୁ ସାହାଯ୍ୟ କରିଥିବା କହିଛନ୍ତି କୁହୁ ଗର୍ଗ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!