Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୩ କରୋନା ଆକ୍ରାନ୍ତ ଚିହ୍ନଟ, ଗାଁ ୭ ଦିନ ସଟ୍‌ଡାଉନ୍‌

by Anil Panda
August 20, 2020
in Breaking, Feature News, Nayagarh
ଗମ୍ଭାରିଡିହି ସଟ୍‌ଡାଉନ୍‌, ବଣିଆସାହି କଣ୍ଟେନ୍‌ମେଣ୍ଟ
2.9k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କରୋନା ମହାମାରୀ କବଳରେ କବଳିତ ହୋଇ ସାରିଲାଣି ଗ୍ରାମାଞ୍ଚଳ । ନୟାଗଡ଼ ସଦରବ୍ଲକ ନବଘନପୁର ଗ୍ରାମ ପଂଚାୟତ ଗୋପୀନାଥପୁର ଗ୍ରାମରୁ ୨୩ ଜଣ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ନବଘନପୁର ସରପଂଚ ମାନସ ରଂଜନ ପାଳ ଗୋପୀନାଥପୁର ଗ୍ରାମକୁ ୭ ଦିନ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ସରପଂଚ ଏହି ଗ୍ରାମକୁ ୨୦ ତାରିଖ ସକାଳ ୯ ଘଟିକାଠାରୁ ୨୭ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍ ଘୋଷଣା କରିଛନ୍ତି । ଏଥିସହିତ ନିକଟସ୍ଥ ହରିହରପୁର ଗ୍ରାମକୁ ବଫର ଜୋନ୍ ଘୋଷଣା କରାଯାଇଛି । ଏହି ସମୟ ମଧ୍ୟରେ ଗ୍ରାମର କୈାଣସି ବ୍ୟକ୍ତି ବାହାରକୁ ନବାହାରିବା ପାଇଁ ସରପଂଚ ପରାମର୍ଶ ଦେଇଥିବା ବେଳେ ଦୋକାନ ବଜାର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!