Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମଶ୍ରୀଙ୍କ ଉପସ୍ଥିତିରେ ଉପଡାକଘର ଗୃହ ଉଦ୍‌ଘାଟିତ

by Anil Panda
August 20, 2020
in Feature News, Nayagarh
ପଦ୍ମଶ୍ରୀଙ୍କ ଉପସ୍ଥିତିରେ ଉପଡାକଘର ଗୃହ ଉଦ୍‌ଘାଟିତ
1k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଶରଣକୂଳଠାରେ ଆଜି ଡାକବିଭାଗ ଆନୁକୁଲ୍ୟରେ ଉପଡାକଘର ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏହି ଗୃହ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଓଡ଼ିଶା ଡାକମଣ୍ଡଳର ମୁଖ୍ୟ ମହାଡାକପାଳ କର୍ଣ୍ଣେଲ ଜଳେଶ୍ୱର କଅଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଏଠାରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଏବଂ ପଦ୍ମଶ୍ରୀ ସାବରମତି ଉପସ୍ଥିତ ରହିଥିଲେ । ଏଥିସହିତ ଏହି କାର୍ଯ୍ୟକ୍ରମରେ ଡାନ ନିର୍ଦ୍ଦେଶକ ଆଦିତ୍ୟ କୁମାର ନାୟକ, ପୁରୀ ଡାକମଣ୍ଡଳ ଅଧିକ୍ଷକ ସୂଚିସ୍ମିତା ସ୍ୱାଇଁଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ବିଗତ ଦିନରେ ଡାକବିଭାଗର କମ୍ପୁଟର କରଣ ପାଇଁ ବହୁ କର୍ମଚାରୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିବା ବେଳେ ପରିଶେଷରେ ଅତିଥିମାନେ ବୃକ୍ଷରୋପଣ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଡାକ ବିଭାଗର ସ୍ପେଶାଲ୍ କଭର ଜାନୁ ଘଣ୍ଟିଆକୁ ଉନ୍ମୋଚିତ କରିଥିବା ଜଣାଯାଇଛି ।

ରିର୍ପୋଟ ଅର୍ଜ୍ଜୁନ ସାହୁ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!