Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣେଶ ପୂଜା ପାଇଁ ଜିଲ୍ଲାପାଳ ଲଗାଇଲେ କଟକଣା

by Anil Panda
August 21, 2020
in Feature, Feature News
ଓଡ଼ଗାଁର ଏକାଧିକ ଗ୍ରାମ କଣ୍ଟେନ୍‌ମେଣ୍ଟ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଆସନ୍ତାକାଲି ପାଳିତ ହେବାକୁ ଥିବା ଗଣେଶ ପୂଜା ଏବଂ ନୂଆଖାଇ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ କୈାଣସି ଗୋଷ୍ଠୀ କିମ୍ବା ଶିକ୍ଷାନୁଷ୍ଠାନରେ ପୂଜାକୁ ବାରଣ କରିଥିବା ବେଳେ କୈାଣସି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନକୁ ମଧ୍ୟ ବାରଣ କରିଛନ୍ତି । ଜିଲ୍ଲାରେ କରୋନା ବ୍ୟାପକତାକୁ ଲକ୍ଷ କରି ଜିଲ୍ଲାପାଳ ଏଭଳି ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି । ସେହିଭଳି ଭାବେ କୈାଣସି ମନ୍ଦିରରେ ମଧ୍ୟ ଜନଗହଳୀ କରି ପୂଜା କରାଯିବାକୁ ରୋକ ଲଗାଯାଇଛି । ଘରେ ବ୍ୟକ୍ତିଗତ ଭାବେ ପୂଜା ପାଳନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିବା ବେଳେ ୭ରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!