Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ଲିଟର ମଦ ଜବତ, ଦୁଇ ଗିରଫ

by Anil Panda
August 21, 2020
in Crime, Nayagarh
୩୦ ଲିଟର ମଦ ଜବତ, ଦୁଇ ଗିରଫ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ମହୀପୁର ପୁଲିସ ଆଜି ଦୁଇ ଜଣ ଦେଶୀ ମଦ ବେପାରୀଙ୍କୁ ଗିରଫ କରିଥିବା ବେଳେ ୩୦ ଲିଟର ଦେଶୀ ମଦ ଜବତ କରିଛି । ସୂଚନାନୁସାରେ, ମହୀପୁର ଫାଣ୍ଡି ଅନ୍ତର୍ଗତ ବକଳବନ୍ଧ ଗ୍ରାମର ରାଜକିଶୋର ସ୍ୱାଇଁ ଏବଂ ଇଶ୍ୱର ବାରିକ ଆଜି ଓଡି ୨୫ ଏ ୨୮୦୧ ନମ୍ବର ବିଶିଷ୍ଟ ବାଇକ ଯୋଗେ ୩୦ ଲିଟର ଦେଶୀ ମଦ ଚାଲାଣ କରୁଥିବା ବେଳେ ଧରାପଡ଼ିଛନ୍ତି । ଏନେଇ ପୁଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ବୋଲି ଫାଣ୍ଡି ଅଧିକାରୀ ରମେଶ ଦେବତା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!