Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିଏ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
April 25, 2024
in Crime, State
କୋଟିଏ ଟଙ୍କାର ଗଞ୍ଜେଇ ଜବତ
52
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): କୋଟିଏ ଟଙ୍କାର ଗଞ୍ଜେଇ ଜବତ । ମୋହନା ପୋଲିସ କମଳାପୁର ନାକା ପଏଣ୍ଟରେ ତଲାସୀ କରୁଥିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇର ଓଜନ ପ୍ରାୟ ୧୦ କୁଇଣ୍ଟାଲରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ମୋହନା ଥାନା ଅନ୍ତର୍ଗତ ଚଢ଼ିଆପଦା ଗାଁରୁ ବ୍ରହ୍ମପୁର ସହ ବାଇପାସ ଦେଇ ମହାରାଷ୍ଟ୍ର ସୋଲାପୁର ଯାଉଥିଲା ଏହି ଗଞ୍ଜେଇ । ପିକ୍ ଅପ୍ ଭ୍ୟାନ ସହ ଗଞ୍ଜାମ ବଡ଼ଡୁମ୍ବୁଳା ଗାଁର ହେମନ୍ତ ସ୍ୱାଇଁ ଓ ମୋହନା ଥାନା ଚଡ଼ିଆପଦା ଗାଁର ରମେଶ ସୁଆଲସିଂଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମୋହନା ପୋଲିସ । ଏହି ଚୋରା ଚାଲାଣ ରାକେଟରେ ଆନ୍ତଃରାଜ୍ୟ ମାଫିଆ ଜଡ଼ିତ ଥିବାରୁ ଅଧିକ ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!