Saturday, November 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୭୮ ହଜାର ପାର, ନୟାଗଡ଼ ୧୫୩

by Anil Panda
August 23, 2020
in Breaking, Feature News
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
598
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୯୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୩୦ ରେ ପଂହଚିଛି । ସେଥିମଧ୍ୟରେ ୧୮୭୯ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୧୧୧୪ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରେ ଅନୁଗୁଳ ୨୧, ବାଲେଶ୍ୱର ୧୧୫, ବରଗଡ଼ ୯୮, ଭଦ୍ରକ ୯୨, ବଲାଙ୍ଗିର ୬୨, ବୈାଦ୍ଦ ୯, କଟକ ୧୫୮, ଦେବଗଡ଼ ୯, ଢେଙ୍କାନାଳ ୬୦, ଗଂଜାମ ୨୭୧, ଗଜପତି ୪୩, ଜଗତସିଂହପୁର ୪୬, ଯାଜପୁର ୧୨୧, ଝାରସୁଗୁଡ଼ା ୪୩, କଳାହାଣ୍ଡି ୩୬, କନ୍ଧମାଳ ୫୮, କେନ୍ଦ୍ରାପଡ଼ା ୪୩, କେନ୍ଦୁଝର ୬୩, ଖୋର୍ଦ୍ଧା ୬୦୬, କୋରାପୁଟ ୯୫, ମାଲକାନଗିରି ୮୫, ମୟୁରଭଂଜ ୧୨୦, ନବରଂଗପୁର ୬୮, ନୟାଗଡ଼ ୧୫୩, ନୂଆପଡ଼ା ୧୧, ପୁରୀ ୧୫୬, ରାୟଗଡ଼ା ୧୩୭, ସମ୍ବଲପୁର ୧୦୪, ସୋନପୁର ୪୦, ସୁନ୍ଦରଗଡ଼ ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୭୯୨ ଟି ମାମଲା ସକ୍ରିୟ ରହିଥିବା ୫୨୨୭୬ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!