Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୬୦୨ କୋଟି ଟଙ୍କାର ଡ୍ରଗ୍ସ ଜବତ, ୧୪ ପାକିସ୍ତାନୀ ନାଗରିକ ଗିରଫ

by ସଞ୍ଜୟ ସ୍ୱାଇଁ
April 28, 2024
in Crime, NATIONAL NEWS
୬୦୨ କୋଟି ଟଙ୍କାର ଡ୍ରଗ୍ସ ଜବତ, ୧୪ ପାକିସ୍ତାନୀ ନାଗରିକ ଗିରଫ
111
VIEWS
Share on FacebookShare on Twitter

ଗୁଜରାଟ, (ବାଘୁଆବାର୍ତ୍ତା): ଗୁଜରାଟ ତଟରେ ଏଟିଏସ୍ ଏବଂ ଏନସିବିର ବଡ ଅପରେସନ୍ । ଜବତ ହେଲା ୮୬ କିଲୋଗ୍ରାମ ଡ୍ରଗ୍ସ । ଜବତ ହେଇଥିବା ଏହି ଡ୍ରଗ୍ସର ମୂଲ୍ୟ ପାଖାପାଖି ୬୦୨ କୋଟି ବୋଲି ଅନୁମାନ କରାଯାଉଛି । ଏଟିଏସ୍ ଏବଂ ଏନସିବିର ଏହି ମିଳିତ କାର୍ଯ୍ୟାନୁଷ୍ଠାନରେ ୧୪ ଜଣ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରାଯାଇଛି । ଅପରେସନ୍ ସମୟରେ ଗିରଫଦାରୀରୁ ବଞ୍ଚିବା ପାଇଁ ପାକିସ୍ତାନୀ ନାଗରିକମାନେ ଏଟିଏସ୍ ଅଧିକାରୀଙ୍କ ଉପରେ ନିଜର ଡଙ୍ଗାକୁ ଚଢାଇ ମାରିବାକୁ ଉଦ୍ୟମ କରିଥିଲେ । ତେଣୁ ସେମାନଙ୍କୁ ଜବାବ୍ ଦେବାକୁ ପୋଲିସ୍ ଫାୟାରିଂ କରିଥିଲା । ଏହାପରେ ସନ୍ଦିଗ୍ଧମାନେ ପୋଲିସ ହାତରେ ଧରାପଡିଥିଲେ । ସୁରକ୍ଷା ଏଜେନ୍ସିମାନେ ଦୁଇ ଦିନ ଧରି ଅନ୍ତରାଷ୍ଟ୍ରୀୟ ସୀମାରେ ଏହି ଅଭିଯାନ ଚଳାଇଥିଲେ, ଆଉ ଶେଷରେ ସେମାନଙ୍କୁ ସଫଳତା ମିଳିଛି । ଇଣ୍ଡିଆନ୍ କୋଷ୍ଟ ଗାର୍ଡ ବିଶେଷ ସୂତ୍ରରୁ ଏନେଇ ସୂଚନା ପାଇଥିଲା, ଏହାପରେ ଏହାକୁ ରୋକିବାକୁ ସ୍ୱତନ୍ତ୍ର ଅଭିଯାନ ଚଳାଇଥିଲା । ଏହାପରେ ୧୪ ପାକିସ୍ତାନୀ ନାଗରିକଙ୍କ ସହିତ ୬୦୨ କୋଟି ଟଙ୍କାର ଡ୍ରଗ୍ସ ଜବତ ହେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!