Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି କାରରୁ ଜବତ ହେଲା ନଗଦ ୫ ଲକ୍ଷ ଟଙ୍କା

by ସଞ୍ଜୟ ସ୍ୱାଇଁ
April 28, 2024
in Crime, State
ପୁଣି କାରରୁ ଜବତ ହେଲା ନଗଦ ୫ ଲକ୍ଷ ଟଙ୍କା
80
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଗୌରପଡା ଛକରେ କାରରୁ ଜବତ ହେଲା ୫ ଲକ୍ଷ ଟଙ୍କା। ନିର୍ବାଚନ ସମୟରେ ଚେକିଂ ବେଳେ କାରରୁ ନଗଦ ଅର୍ଥ ଜବତ ହୋଇଛଛି। କାରଟି ଛତିଶଗଡ଼ ପଟୁ ଝାରସୁଗୁଡ଼ା ଆସୁଥିବାବେଳେ ଯାଞ୍ଚ କରିଥିଲା SST । ଜବତ ଟଙ୍କା ଝାଡ଼ଖଣ୍ଡର ମହମ୍ମଦ ମୈସାର ଶେଖଙ୍କର ବୋଲି ସୂଚନା ମିଳିଛି। ତେବେ ଟଙ୍କାର କୌଣସି ବୈଧ କାଗଜପତ୍ର ଦେଖାଇ ନପାରିବାରୁ ଏହାକୁ ଜବତ କରି ତଦନ୍ତ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!