Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇରାଲ୍ ହେଲା ଅରୁଣଙ୍କ ‘ଅମୃତଭଣ୍ଡା’ ଫଟୋ

by Anil Panda
August 24, 2020
in Feature News, Nayagarh
ଭାଇରାଲ୍ ହେଲା ଅରୁଣଙ୍କ ‘ଅମୃତଭଣ୍ଡା’ ଫଟୋ
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବିଧାୟକ ତଥା କୃଷି ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ତାଙ୍କ ସରକାରୀ ବାସ ଭବନରେ ଅନେକ ପନିପରିବା ଏବଂ ଫଳ ଗଛ ଲଗାଇଛନ୍ତି । କିଛିଦିନ ତଳେ ମନ୍ତ୍ରୀଙ୍କ ଏକ ସପୁରୀ ଫଟୋ ଭାଇରାଲ ହୋଇଥିବା ବେଳେ ଆଜି ଅମୃତଭଣ୍ଡା ଫଟୋ ଭାଇରାଲ ହୋଇଛି । ଡ. ସାହୁ ଗତକାଲି ନୂଆଖାଇ ଅବସରରେ ୫ମାସ ତଳେ ଲଗାଇଥିବା ଏକ ଅମୃତଭଣ୍ଡା ଗଛରୁ ତୋଳିଥିବା ପାଚିଲା ଅମୃତଭଣ୍ଡାର ଫଟୋ ସୋସିଆଲ ମିଡିଆରେ ଅପଲୋଡ଼ କରିବା ପରେ ଏହା ଭାଇରାଲ ହୋଇଥିବା ଜଣାଯାଇଛି । ଏହି ଅମୃତଭଣ୍ଡାର ଓଜନ ୨ କେଜି ବୋଲି ମନ୍ତ୍ରୀ ଉଲ୍ଲେଖ କରିଛନ୍ତି । ମନ୍ତ୍ରୀଙ୍କ ଏପରି ଫଟୋ ଉତ୍ତୋଳନ ପଛରେ ଯୁବପିଢ଼ୀଙ୍କୁ କୃଷି କାର୍ଯ୍ୟ ଓ ଉଦ୍ୟାନ କୃଷି ପ୍ରତି ଆକର୍ଷିତ କରିବା ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!