Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନବନ୍ଦରରୁ ଜବତ ହେଲା ୭୫ଲକ୍ଷ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
ବିମାନବନ୍ଦରରୁ ଜବତ ହେଲା ୭୫ଲକ୍ଷ
272
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାଧାରଣ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରାଯାଉଛି। ଗୋଟିଏ ଦିନରେ ରାଜଧାନୀରୁ ୭୫ଲକ୍ଷ ଟଙ୍କା ଜବତ କରିଛି ପୁଲିସ। ଭୁବନେଶ୍ୱର ବିମାନ ବନ୍ଦରରୁ ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏହି ଟଙ୍କା ଜବତ କରାଯାଇଛି। ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଆଉ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ। ବିମାନ ବନ୍ଦରରେ ଲଗେଜ ସ୍କାନିଂ ବେଳେ ବ୍ୟାଗରେ ଟଙ୍କା ଥିବା ଜଣାପଡିଥିଲ॥ ପୁଲିସ ଦୁଇଟି ଲଗେଜରୁ ୭୫ଲକ୍ଷ ଟଙ୍କା ନଗଦ ଜବତ କରିଛି। କେଉଁଠୁ ଓ କ’ଣ ପାଇଁ ଏତେ ଟଙ୍କା ଆସିଥିଲା ତାର ତଦନ୍ତ କରୁଛି ଆୟକର ବିଭାଗ। ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରିଛି। ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କର ଏହି ଟଙ୍କା ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ କରି ଅଧିକ ତଦନ୍ତ କରୁଛି ଆୟକର ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!