Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିଏ ଟଙ୍କାର ମହୁଲ ଫୁଲ ଜବତ, ୧୬ ଚକିଆ ଟ୍ରକ ଓ ୪ ବୋଲେରୋ ଜବତ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
କୋଟିଏ ଟଙ୍କାର ମହୁଲ ଫୁଲ ଜବତ, ୧୬ ଚକିଆ ଟ୍ରକ ଓ ୪ ବୋଲେରୋ ଜବତ, ୫ ଗିରଫ
50
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ବେଆଇନ ଭାବେ ଚାଲାଣ ବେଳେ କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ମହୁଲ ଫୁଲ ଜବତ । ମହୁଲ ଫୁଲ ଭର୍ତ୍ତି ଗୋଟିଏ ଟ୍ରକ୍ ଓ ୪ଟି ବୋଲେରୋ ଜବତ ହୋଇଛି। ଏହି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି କେନ୍ଦୁଝର ଅବକାରୀ ବିଭାଗ। କେନ୍ଦଝର ଟାଉନ୍ ଥାନା ନିକଟରୁ ଅବକାରୀ ବିଭାଗ ୨୮୦ କ୍ୱିଣ୍ଟାଲ୍ ମହୁଲ ଫୁଲ, ଟ୍ରକ୍ ଓ ୪ଟି ବୋଲେରୋ ଜବତ କରିଛି। ଏହି ମାମଲାରେ ପୁଲିସ୍ ୫ ଜଣଙ୍କୁ ଗିରଫ କରିଥିବା ବେଳେ ଘଟଣାସ୍ଥଳରୁ ଅନ୍ୟ ୨ଜଣ ଫେରାର୍ ହୋଇଯାଇଛନ୍ତି । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉକୁ ଜୋରଦାର କରାଯାଇଥିବା ସୂଚନା ଦେଇଛନ୍ତି ଅବକାରୀ ସୁପରିଟେଣ୍ଡେଣ୍ଟ ଦିବ୍ୟ ରଞ୍ଜନ ଦୀପ । ଏନେଇ କେନ୍ଦୁଝର ଜିଲ୍ଲା ଅବକାରୀ ବିଭାଗର ଡେପୁଟି ସୁପରିଟେଣ୍ଡେଣ୍ଟ ଦିବ୍ୟରଞ୍ଜନ ଦୀପ କହିଛନ୍ତି, ବେଆଇନ ଭାବେ ମହୁଲ ଫୁଲ ଚାଲଣ ହେଉଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଚଢ଼ାଉ କରିଥିଲୁ। ଚଢ଼ାଉ ସମୟରେ ଏକ ୧୬ ଚକିଆ ଟ୍ରକ, ୪ଟି ବୋଲେରୋରେ ଭର୍ତ୍ତି କରି ବିଭିନ୍ନ ସ୍ଥାନକୁ ପଠାଉଥିଲେ। ଏହି ଘଟଣାରେ ସମୁଦାୟ ୫ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!