Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ, ଏଆରଆଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ, ଏଆରଆଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
211
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ। ବଲାଙ୍ଗିର ଜିଲ୍ଲା ସଇଁତଳା ଥାନା ବେଲଗାଁର ଏଆରଆଇ ରେଶମା ମାଝୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଶିଶକେଲା ଗାଁର ବାସୁଦେବ ନନ୍ଦ ନାମକ ଜଣେ ବ୍ୟକ୍ତି ନିଜ ଜମିରେ କାଗଜପତ୍ର କାମ କରିବା ପାଇଁ ଏଆରଆଇଙ୍କ ନିକଟରେ ଦରଖାସ୍ତ କରିଥିଲେ। ସେହି ବାବଦକୁ ରେଶମା ମାଝୀ ୧୦ ହଜାର ଟଙ୍କା ଦାବି କରିଥିଲେ। ବାସୁଦେବ ଏନେଇ ଭିଜିଲ୍ସ ଅଧୀକାରିଙ୍କୁ ଜଣେଥିଲେ। ମଧ୍ୟସ୍ଥି ମଣ୍ଟୁ ନନ୍ଦଙ୍କ ଜରିଆରେ ଅଫିସ ଭିତରେ ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ଏଆରଆଇ ରେଶମା ମାଝୀ। ଜବତ ବେଳେ ନଗଦ ୧୦ ଟଙ୍କା ସହ ଏଆରଆଇ ରେଶମା ମାଝୀ ଓ ମଧ୍ୟସ୍ଥି ମଣ୍ଟୁ ନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ। ଚଢ଼ାଉରେ ବଲାଙ୍ଗିର, ସୋନପୁର, ବରଗଡ଼ ଓ ସମ୍ବଲପୁର ଭିଜିଲାନ୍ସ ଟିମ ସାମିଲ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!